ଅର୍ଥନୀତି

ଗହଣା ପ୍ରେମୀଙ୍କୁ ମହଙ୍ଗା ମାଡ଼, ୯୦ ହଜାର ଟଙ୍କାରେ ପହଞ୍ଚିଲା ସୁନା ଦର

ଗହଣା ପ୍ରେମୀଙ୍କୁ ମହଙ୍ଗା ମାଡ଼, ୯୦ ହଜାର ଟଙ୍କାରେ ପହଞ୍ଚିଲା ସୁନା ଦର

ଭୁବନେଶ୍ୱର18/3- ଗହଣା ପ୍ରେମୀଙ୍କୁ ମହଙ୍ଗା ମାଡ଼। ବଢ଼ିଚାଲିଛି ସୁନା ଦର। ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର। ଜାନୁଆରୀରୁ ହୁ ହୁ ହୋଇ ବଢିଛି ସୁନା ଦର। ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୦ ହଜାର ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୮୪,୨୫୦ ଟଙ୍କା ରହିଛି। ସୁନାର ଏହି ଦର ସର୍ବକାଳୀନ ରେକର୍ଡ କୁହାଯାଉଛି। ବଜେଟ ପରେ ସୁନା ଦର ମହଙ୍ଗା ହେଉଥିବାରୁ ଗ୍ରାହକଙ୍କ ଚିନ୍ତାର କାରଣ ପାଲଟିଛି।

Click to comment

Leave a Reply

Your email address will not be published. Required fields are marked *

ଚର୍ଚ୍ଚିତ ଖବର

To Top