Breaking-news

ଆଶୁତୋଷ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ: ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ପରାସ୍ତ କରିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆଶୁତୋଷ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ: ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ପରାସ୍ତ କରିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆଇପିଏଲ୍ ,୨୦୨୫ ରେ ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ରେ ଦିଲ୍ଲୀ କ୍ୟାପିଟାଲ୍ସ ଶେଷ ଓଭରରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଥିଲା । ବିଶାଖପାଟନମରେ ଖେଳାଯାଇଥିବା ସିଜିନର ଚତୁର୍ଥ ମ୍ୟାଚ୍‌ରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୯ ରନ୍ ସ୍କୋର କରିଥିଲେ। ଦଳ ତରଫରୁ ନିକୋଲାସ ପୁରନ ଏବଂ ମିଚେଲ ମାର୍ଶ ଚମତ୍କାର ବ୍ୟାଟିଂ କରିଥିଲେ। ଏହା ପରେ ମାତ୍ର ୭ ରନ୍ ରେ ୩ ଉଇକେଟ୍ ଏବଂ ୬୫ ରନ୍ ରେ ୫ ଉଇକେଟ୍ ହରାଇଥିବା ଦିଲ୍ଲୀ ଆଶୁତୋଷ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦୃଢ଼ ପ୍ରତ୍ୟାବର୍ତ୍ତନ କରି ଶେଷ ଓଭରରେ ମାତ୍ର ୧ ଉଇକେଟରେ ମ୍ୟାଚ୍ ଜିତିଥିଲା।

Click to comment

Leave a Reply

Your email address will not be published. Required fields are marked *

ଚର୍ଚ୍ଚିତ ଖବର

To Top