Breaking-news

ନବମ ଥର ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ

ନବମ ଥର ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର,୧୯/୪- ବିଜେଡ଼ି ସଭାପତି ଭାବରେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ନବୀନ। ନବମ ଥର ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ବିଧିବଦ୍ଧ ଭାବେ ବିଜେଡି ସଭାପତିଙ୍କ ନାଁ ଘୋଷଣା କରାଯାଇଛି। ନାମ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ସମସ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି । ନବୀନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ନେତା ଓ କର୍ମୀ ।

Click to comment

Leave a Reply

Your email address will not be published. Required fields are marked *

ଚର୍ଚ୍ଚିତ ଖବର

To Top