ଖେଳ

ପୁଣି ବାରବାଟୀରେ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌, ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

ପୁଣି ବାରବାଟୀରେ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌, ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

ପୁଣି ବାରବାଟୀ ଦେଖିବ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ । ପୁଣି ଉଡ଼ିବ ଛକା ଚଉକା । ଦୁଲୁକିବ ଷ୍ଟାଡିୟମ । ଟିକେଟ ପାଇଁ ଷ୍ଟାଡିୟମ ବାହାରେ ଜମିବ ଭିଡ଼ । କାରଣ ଡିସେମ୍ବର ୯ରେ ବାରବାଟୀରେ ଖେଳାଯିବ ଅନ୍ତର୍ଜାତୀୟ ଟି-ଟ୍ବେଣ୍ଟି ମ୍ୟାଚ୍‌ । ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳାଯିବ ଏହି ଟି ଟ୍ବେଣ୍ଟି ମ୍ୟାଚ୍‌ । ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବାରବାଟୀରେ ଖେଳାଯିବ ବୋଲି ଆଇସିସି ପକ୍ଷରୁ ସୂଚନା ଦିଆଯାଇଛି । ନାଗପୁର, ଧର୍ମଶାଳା, ଲକ୍ଷ୍ନୌ, ଅହମ୍ମଦାବାଦରେ ଅବଶିଷ୍ଟ ମ୍ୟାଚ୍ ଗୁଡ଼ିକ ଖେଳାଯିବ ।

Click to comment

Leave a Reply

Your email address will not be published. Required fields are marked *

ଚର୍ଚ୍ଚିତ ଖବର

To Top