କନ୍ଧମାଳ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଫୁଲବାଣୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଅଂଶଗ୍ରହଣ କରି ସମୁଦାୟ ୩୫ ଗୋଟି ଅଭିଯୋଗ ମଧ୍ୟରୁ (୨୫- ବ୍ୟକ୍ତିଗତ, ୧୦- ସାମୂହିକ) ଅଭିଯୋଗର ଶୁଣାଣୀ କରିଥିଲେ।
